Posted inଖେଳ

ଓଡ଼ିଶାର ଆଧିପତ୍ୟ ଜାରି

ଭୁବନେଶ୍ୱର, ୨୫ା୧୨: ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଚାଲିଥିବା ଅଲ୍‌ ଇଣ୍ଡିଆ ଓପନ କରାଟେ ପ୍ରତିଯୋଗିତାରେ ଓଡ଼ିଶାର ପ୍ରଧାନ୍ୟ ଅବ୍ୟାହତ ରହିଛି। ୧୧ବର୍ଷ ମହିଳା କାଟା ପୁଲ୍‌ରେ ଗୁଜରାଟର ବଂଶୀ ପଟେଲ ଏକ ସ୍ବର୍ଣ୍ଣ ପଦକ ଶନିବାର ଫଇସଲା ହୋଇଥିବା ଇଭେଣ୍ଟଗୁଡ଼ିକର ଅନ୍ୟ ସମସ୍ତ ପଦକ ଓଡ଼ିଶା ପ୍ରତିଯୋଗୀ ପାଇଥିଲେ। ତୃତୀୟ ଦିବସରେ ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୋ କଲେଜ ଅଭିଯାନର ଚେୟାରପର୍ସନ ଆକାଶ ଦାସ ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୁରସ୍କାର ବିତରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୂରଦର୍ଶୀ ସମ୍ପାଦକ ଦୁର୍ଗା ସାମନ୍ତରାୟ ଏବଂ ଓଡ଼ିଶା କରାଟେ ସଂଘ ସଭ୍ୟ କାଳିପ୍ରସାଦ ନନ୍ଦ ଉପସ୍ଥିତ ଥିଲେ। ପ୍ରତିଯୋଗିତାକୁ ଅଭିନାସ ସିଂ ପୁନ୍ଦିର, ସନ୍ଦୀପ ଦାସ, ଦୀପକ ସାମନ୍ତରା, ଖାରବେଳ ମଲିକ, ରାଜୀବ ସିଂ, ଜୟଦେବ ପଟ୍ଟନାୟକ, ଗୌରୀ ମହାନ୍ତି, ଅନୁପମା ସ୍ବାଇଁ ସନ୍ଦୀପ ମହାନ୍ତି, ଦୁର୍ଗା ରଥ, ମୁନା ସିଂ ଲାଲ୍‌ ଓ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଫିଫା ଜାରିକଲା କଡ଼ା ନୂଆ ନିୟମାବଳୀ,ଜାଣନ୍ତୁ…

ଓ୍ବାଶିଂଟନ୍‌,୧୦।୬: ଆମେରିକାସରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣ ଲାଗି ଖେଳାଳିଙ୍କୁ କଡ଼ା ଶୃଙ୍ଖଳା ମଧ୍ୟରେ ରହିବାକୁ ପଡ଼ିବ। ସମୟ ନଷ୍ଟ ଓ ଇଞ୍ଜୁରି ବାହାନା…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

ଆୟର୍ଲାଣ୍ଡ, ଇଂଲଣ୍ଡ ଟୁରରୁ ସିରାଜଙ୍କୁ ବିଶ୍ରାମ, କାହିଁକି ଜାଣନ୍ତୁ…

ମୁମ୍ବାଇ, ୯ା୬: ଭାରତୀୟ ପେସର ମହମ୍ମଦ ସିରାଜଙ୍କୁ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟର ଅଂଶ ଭାବେ ଆଗାମୀ ଆୟର୍ଲାଣ୍ଡ ଓ ଇଂଲଣ୍ଡ ଟୁରରୁ ବିଶ୍ରାମ ଦିଆଯାଇଛି। ତାଙ୍କ ବଦଳରେ ପ୍ରସିଦ୍ଧ…

ଆଫଗାନିସ୍ତାନ ସିରିଜ୍‌ ଖେଳିବେ ରୋହିତ, ହାର୍ଦ୍ଦିକ

ନୂଆ ଚଣ୍ଡିଗଡ଼,୯ା୬- ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଭେଟେରାନ ଷ୍ଟାର ଓପନର ରୋହିତ ଶର୍ମା ଆସନ୍ତା ରବିବାରଠାରୁ ଧର୍ମଶାଳାରେ ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ୩ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri