ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ

ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ ଉତ୍ତରଦାୟିତ୍ୱ ବହୁ ମାତ୍ରାରେ ବୃଦ୍ଧି ପାଇଛି। ଏହାର ପ୍ରତିଷ୍ଠା ହେବା ଠାରୁ ମାତ୍ର ଛୋଟିଆ ପୁନର୍ଗଠନ ୨୦୧୧ ମସିହାରେ ହୋଇଥିଲା। ପ୍ରମୋଶନରେ ବାଧକତା ହେତୁ ଏହି ବର୍ଗରେ ସେବାରତ ଅଧିକାରୀମାନେ ଚାକିରୀ କାଳ ମଧ୍ୟରେ ପ୍ରମୋଶନ ପାଇବାରୁ ବଞ୍ଚିତ ହେଉଛନ୍ତି। ଏଣୁ ଓଡିଶା ସମବାୟ ସେବାବର୍ଗର ଆବଶ୍ୟକତା ଅନୁସାରେ ପୁନର୍ଗଠନର ଆବଶ୍ୟକତା ଦେଖି ରାଜ୍ୟ ସରକାର ଗୁରୁବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ କରିଛନ୍ତି। ଏହି ପୁନର୍ଗଠନ ସେବାବର୍ଗକୁ ପଦୋନ୍ନତିରେ ଗତିଶୀଳ କରି ଏହାର କାର୍ଯ୍ୟଦକ୍ଷତା ବୃଦ୍ଧିରେ ସହାୟକ ହେବ। ଏହି ପରିପ୍ରେକ୍ଷୀରେ ଓଡିଶା ସମବାୟ ସେବାବର୍ଗର ପଦବୀ ସଂଖ୍ୟା ୧୨୨ରୁ ୨୦୩କୁ ବୃଦ୍ଧି କରିବା ଦିଗରେ ନିଷ୍ପତ୍ତି ନେଇ ପ୍ରସ୍ତାବ ପାରିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri