ରାଜ୍ୟରେ କରୋନାରେ ଆଉ ୧୫ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ଶନିବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୦୬ରେ ପହଞ୍ଚିଛି।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୨, ବାଲେଶ୍ୱର,ବଲାଙ୍ଗୀର,ଗଞ୍ଜାମ, ଜଗତ୍‌ସିହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲାରୁ ୧ ଲେଖାଏଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କ ଅମାନବୀୟ ଆଚରଣକୁ ନେଇ ଭାଜପା ଆନ୍ଦୋଳନ କରିବ । ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ବୋଲି ଭାଜପା ସାଧାରଣ...

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ...

ଫେବୃୟାରୀରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଫେବୃୟାରୀରେ ତାପମାତ୍ରା ସ୍ବଭାବିକଠାରୁ ଅଧିକ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବର୍ଷାର ଅଭାବ, ପାଣିପାଗରେ ପରିବର୍ତ୍ତନ...

ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ

ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ...

ଅନିଶ୍ଚିତତାରେ ଧଉଳି ରୋପ୍‌ ଓ୍ବେ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍‌.ଏ.): ଧଉଳିରେ ହେବାକୁ ଥିବା ରୋପ୍‌ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍‌ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍‌...

ଅଡିଓ କ୍ଲିପ୍‌ ଭାଇରାଲ: ଏତଲା ଦେଲେ ପରିବାର ଲୋକେ

ମାହାଙ୍ଗା, ୧୭ା୮ (ଯଯାତି ସିଂହ)କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ଏକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ୨ ମାସ...

ମାଲକାନଗିରିରେ ୩୬ କରୋନା ଆକ୍ରାନ୍ତ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଲା

କୋରୁକୋଣ୍ଡା,୧୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ମାଲକାନଗିରି ପୌରପରିଷଦ, ଖଇରପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌...

ଆଜି ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୪।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିବେ। ଏଥିସହ ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ।...

Advertisement
Archives

Model This Week