ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ: ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
ନୂଆ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ଭୁବନେଶ୍ୱରରୁ ୨, ବଲାଙ୍ଗୀର ୧, କନ୍ଧମାଳ ୧, ଖୋର୍ଦ୍ଧା ୧, ପୁରୀ ୧ ଏବଂ କେନ୍ଦୁଝର ଜିଲାରୁ ୧ ମୃତକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?