୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲା: ଅପରାଧୀକୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୨୩।୯: ଯାଜପୁର ଜିଲାରେ ଗତ ବର୍ଷ ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୫୨ ବର୍ଷୀୟ ଅରକ୍ଷିତା ପରିଡ଼ା ଓରଫ୍‌ କାଲିଆଙ୍କୁ ମଙ୍ଗଳବାର ପୋକ୍ସୋ କୋର୍ଟ ଆଜୀବନ କାରାଦଣ୍ଡ ଶୁଣାଇଛି। ଅତିରିକ୍ତ ଜିଲା ସେସନ୍ସ ଓ ସ୍ପେଶାଲ ପୋକ୍ସୋ କୋର୍ଟ ଜଜ୍‌ ଅଭିଜିତ ପାଲେଇ ପ୍ରମାଣ, ସାକ୍ଷୀ ବୟାନ ଓ ପରିସ୍ଥିତିଜନିତ ପ୍ରମାଣ ଆଧାରରେ ଏହି ରାୟ ଦେଇଛନ୍ତି।

ଅପରାଧୀଙ୍କୁ ୨ ଲକ୍ଷ ଟଙ୍କା ଜୋରିମାନା ସହ ପୀଡ଼ିତାଙ୍କୁ ଯାଜପୁର ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ) ପକ୍ଷରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ ନିର୍ଦ୍ଦେଶ ଦିଆଯାଇଛି।

ଅଭିଯୋଗ ଅନୁଯାୟୀ, ୨୦୨୪ ଅକ୍ଟୋବର ୨୩ରେ ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଅପରାଧୀ ନାବାଳିକାଙ୍କୁ ପ୍ରଲୋଭନ ଦେଇ ନିଜସ୍ଥାନକୁ ନେଇ ବଳାତ୍କାର କରିଥିଲେ ଓ ଘଟଣା ପ୍ରକାଶ କଲେ ଗମ୍ଭୀର ପରିଣାମ ଭୋଗିବାକୁ ପଡ଼ିବ ବୋଲି ଧମକ ଦେଇଥିଲେ। ପୀଡ଼ିତାଙ୍କ ସ୍ଥିତି ଖରାପ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ପରିବାରକୁ ଘଟଣା ଜଣାଇଥିଲେ, ପରେ ୨୪ ଅକ୍ଟୋବରରେ ଥାନାରେ ଅଭିଯୋଗ ଦାୟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri