ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।

ସୂଚନାନୁଯାୟୀ, ଅବିଭକ୍ତ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରୁ ହଜାର ହଜାର ଗାଈ ମାନଙ୍କୁ ବିଭିନ୍ନ ଟ୍ୟାଙ୍କର, କଣ୍ଟେନର ଆଦିରେ ଚଲାଣ କରାଯାଉଥିବା ଅଭିଯୋଗ ହେବାପରେ ଜିଲା ଆରକ୍ଷୀ ଅଧିକ୍ଷକଙ୍କର ଏକ ସ୍ବତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ଏହି ଚଢ଼ାଉ ବେଳେ ନବରଙ୍ଗପୁର ଜିଲାର ବିଭିନ୍ନ ସ୍ଥାନରୁ ହାଇଦ୍ରାବାଦକୁ କଣ୍ଟେନର ଦ୍ୱାରା ଚଲାଣ ହେଉଥିବା ଗାଡି ଗୁଡିକୁ ଗୁଣ୍ଡିଚା ଛକରେ ଜବତ କରିଥିଲେ।

ଚଢ଼ାଉ ବେଳେ ୬ଟି କଣ୍ଟେନରରେ ୨୪୯ ଗାଈ ଥିବା ଜଣାପଡିଥିଲା। ଏଥିରୁ ୫ ଗାଈର ମୃତ୍ୟୁ ଘଟିଥିଲା। ଏହି ସମସ୍ତ ଗାଡିକୁ ଜବତ କରାଯିବା ସହ ଗାଈଗୁଡିକୁ ଜୟପୁର ସ୍ଥିତ ଗୋପାଳ ଗୋ’ ସେବା ସମିତିରେ ରଖାଯାଇଛି। ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?