ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଟୁଇଟ୍‌ ଦେଖି ଜାଣନ୍ତୁ କେଉଁଠୁ କେତେ:


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri