ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ Pravati Parida, ପ୍ରତ୍ୟେକଙ୍କୁ ମିଳିବ ୧୫୦୦ଟଙ୍କା

ଭୁବନେଶ୍ୱର,୬।୩: Anganwadi କର୍ମୀଙ୍କ ପାଇଁ ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସୁଭଦ୍ରା ଯୋଜନାକୁ ଘରେ ଘରେ ପହଞ୍ଚାଇଥିବାରୁ ମିଳିବ ବଡ଼ ପୁରସ୍କାର ରାଶି। ଗୁରୁବାର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ଏନେଇ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ଆଜି ୨ ଲକ୍ଷ ୩୦ ହଜାରରୁ ଊଦ୍ଧର୍ବ ମହିଳାଙ୍କୁ ଉକ୍ତ ଟଙ୍କା ଆସିଛି।

ଏଥିସହିତ ୮ ତାରିଖରେ ଗୋଟିଏ ପର୍ଯ୍ୟାୟରେ ସମସ୍ତଙ୍କୁ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା ଆସିବ। ଗୋଟିଏ ଦିନରେ ୫ ହଜାର କୋଟି ଟଙ୍କା ସରକାର ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ବ୍ରହ୍ମପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୨ୟ କିସ୍ତି ଟଙ୍କା ପ୍ରଦାନ କରାଯିବ।

ତେବେ ବଡ଼ ଘୋଷଣା କରି ପ୍ରଭାତୀ କହିଛନ୍ତି, ପ୍ରତି Anganwadi କର୍ମୀଙ୍କୁ ୧୫ଶହ ଓ ସହାୟକଙ୍କୁ ୫ଶହ ଟଙ୍କା ମିଳିବ। ସେହିପରି ସଶକ୍ତ ଓଡ଼ିଶା ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରିବୁ। ପ୍ରତି ଗାଁରେ ୫ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି ଲକ୍ଷ୍ୟ ରହିଥିବା ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri