ଶ୍ରୀଜିଉଙ୍କୁ ଦର୍ଶନ କଲେ ନୂଆ ଡିଜିପି

ଭୁବନେଶ୍ୱର,୩।୧(ବ୍ୟୁରୋ): ପୋଲିସ ମହା ନିର୍ଦ୍ଦେଶକ ସୁନୀଲ ବଂଶଲ ତାଙ୍କ ସ୍ତ୍ରୀଙ୍କ ସହ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ କରି ବହୁତ ଖୁସି ଥିବା ସେ କହିଛନ୍ତି। ଇଚ୍ଛା ଥିଲା ଜଗନ୍ନାଥଙ୍କ ଦର୍ଶନ କରିବାକୁ, ଆଜି ପୂରା ହେଲା। ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କଲି ବୋଲି ଡିଜିପି କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ନିଶା କାରବାର ରୋକିବାକୁ ସ୍ବତନ୍ତ୍ର ସେଲ ଗଠନ ହୋଇଛି। ଅପରାଧ ନିୟନ୍ତ୍ରଣ ପାଇଁ ଟେକ୍ନୋଲୋଜିର ବ୍ୟବହାର କରଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲ୍‌ବୁଲ୍‌ ପୁନରୁଦ୍ଧାର କାର୍ଯ୍ୟରେ ପ୍ରଶାସନକୁ ସହାୟତା କଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୯।୧୧(ବ୍ୟୁରୋ):  ‘ବୁଲ୍‌ବୁଲ୍‌’ ଓଡ଼ିଶା ଉପକୂଳ ଦେଇ ଗତି କରୁଅଛି। ଏହାର ପ୍ରଭାବରେ ଉତ୍ତର ତଥା ଉପକୂଳ ଓଡ଼ିଶା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ...

ମାର୍ଚ୍ଚ ୩୧ ଯାଏ କଟକଣା: କଏଦୀଙ୍କୁ ଭେଟିପାରିବେନି ସମ୍ପର୍କୀୟ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନକୁ ଯିବାକୁ ବାରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ...

ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକାକରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ସମଗ୍ର ଦେଶରେ ଆମ୍ଭର ହେବ କରୋନା ଟିକାକରଣ। ଟିକାକରଣର ପ୍ରଥମ ପର୍ଯ୍ୟାୟରେ କେବଳ ସ୍ବ୍ୟାସ୍ଥ୍ୟ କର୍ମୀଙ୍କୁ ଟିକା ପ୍ରଦାନ କରାଯିବ...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ସ୍ବାଧୀନତା ଦିବସ : ୫୦ ମିଟର ତ୍ରିରଙ୍ଗା ଧରି ପରିକ୍ରମା କଲେ ଛାତ୍ରୀଛାତ୍ର

କଟକ ଅଫିସ, ୧୫।୮: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ୫୦ ମିଟରର ଏକ...

ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ...

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଜେଲରୁ ମୁକୁଳିଲେ ଦୀପକ ଗୁପ୍ତା

କେନ୍ଦୁଝର,୨୭।୬(ସ୍ବ.ପ୍ର)-ଉଲିବୁରୁ ଖଣି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତା ଶନିବାର ସାରେ କେନ୍ଦୁଝର ଜେଲରୁ ଜାମିନ ପାଇ ମୁକୁଳିଛନ୍ତି। ଗତକାଲି ହାଇକୋର୍ଟରେ ତାଙ୍କୁ ଏକ...

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ...

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ...

Advertisement
Archives

Model This Week