ଭୁବନେଶ୍ୱର,୧୮ା୯(ସରୋଜ ଜେନା): ଜାତୀୟ ସ୍ତରୀୟ ଦିବ୍ୟାଙ୍ଗ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଓଡ଼ିଶା ଦଳ ଘୋଷଣା ହୋଇଛି। ରାଜସ୍ଥାନର ଉଦୟପୁରଠାରେ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏହି ଟୁର୍ନାମେଣ୍ଟ ଖେଳାଯିବ। ଏଥିରେ ୨୫ ରାଜ୍ୟ ଅଂଶଗ୍ରହଣ କରିବେ।
ଓଡ଼ିଶା ଦଳ: ରାଖାଲ କୁମାର ସେଠୀ(ଅଧିନାୟକ), ଭରତ ଚେତନ ପଣ୍ଡା(ଉପ ଅଧିନାୟକ), ବଳରାମ ବସ୍ତିଆ(ଉଇକେଟ କିପର), ଅକ୍ଷୟ କୁମାର ସାହୁ, ଉଦିତ ହରପାଲ, ଜଗଜିତ ମହାନ୍ତି, ବଳରାମ ପଣ୍ଡା, ମନୋଜ ରାଓ, ଏମ୍.ଡି. ସୋହେଲ ଖାନ୍, ଦେବେନ୍ଦ୍ର ମେହେର, ପ୍ରଫୁଲ୍ଲ ତରାଟ, ବିକାଶ ହାତୀ, ମୁନା ମହାପାତ୍ର, ବାଦଲ କୁମାର ବାରିକ, ରାଜେଶ ସାହୁ। କୋଚ୍: ଏମ୍.ଡି.ଆରିଫ୍ ହୁସେନ୍।
ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ
ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ
ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…
ଏମ୍ଏମ୍ଡିଆର୍ ସଂଶୋଧନ ଆଇନକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୮(ସୁନିତ୍ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍ଏମ୍ଡିଆର୍ ସଂଶୋଧନ ଆଇନ-୨୦୨୬ ବିଲ୍ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍ ଛାଡ଼ି…
ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…
ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…
ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…
କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…
ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ
ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…
Archives

