ବାଜିଲାଣି ନିର୍ବାଚନୀ ବିଗୁଲ, କୋରାପୁଟରେ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ

କୋରାପୁଟ,୨୭।୩(ଅମିତାଭ ବେହେରା): ଆଗକୁ ସାଧାରଣ ନିର୍ବାଚନ। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି କୋରାପୁଟ ପୋଲିସ ପକ୍ଷରୁ ସଦର ମହକୁମା ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇନଶୃଙ୍ଖଳା ବଜାୟ ରଖିବା, କୌଣସି ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ନ ହେବା ଏବଂ ନିର୍ବାଚନ ଆଚରଣବିଧି ନିୟମ ଉଲ୍ଲଂଘନ ନ କରିବାକୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କୋରାପୁଟ ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରାବଣୀ ନାୟକ ଙ୍କ ନେତୃତ୍ୱରେ କୋରାପୁଟ ଟାଉନ ଥାନା ଅଧିକାରୀ ପ୍ରମୋଦ ମହାନ୍ତିଙ୍କ ସମେତ ଉଭୟ କୋରାପୁଟ ଟାଉନ ଓ ସଦର ଥାନା ପୋଲିସ, ବିଏସଏଫ ଓ ଏସ୍‌ଓଜି ପୋଲିସ ପ୍ରମୁଖ ଏହି ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇ ସହରର ବସଷ୍ଟାଣ୍ଡ. ଭାଣ୍ଡିସାହି, ପୂଜାରୀପୁଟ, ହାଟପଦା, ଅମଳକୂଟିର ରୋଡ଼, ଗୁଣ୍ଡିଚା ମନ୍ଦିର ଛକ, କଳା ନିକେତନ ଛକ, ଜୟପୁର ରୋଡ଼, ପୋଷ୍ଟ ଅଫିସ ରୋଡ଼ ଆଦି ବିଭିନ୍ନ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରି ଜନସାଧାରଣଙ୍କୁ ସୁରକ୍ଷା ନେଇ ଭରସା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri