ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର ଅଶୋକ କୁମାର ଭୋଇଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏହି ଅବସରରେ ଜିଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ କ୍ଳେଶ ପ୍ରଧାନ, ଜିଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକଙ୍କ ସମେତ ଦାରିଙ୍ଗବାଡି, ଟିକାବାଲି, ରାଇକିଆ, ଜି ଉଦୟଗିରି ବ୍ଲକ ଓ ଜି ଉଦୟଗିରି ଏନ୍‌ଏସିର ବିଜୁ ଜନତା ଦଳର କର୍ମକର୍ତ୍ତା, ନିର୍ବାଚିତ ପ୍ରତିନିଧିଙ୍କ ସହ ଶହ ଶହ କର୍ମକର୍ତ୍ତା ଏକ ବିରାଟ ଶୋଭାଯାତ୍ରାରେ ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri