ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର

ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍‌ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସାମାଜିକ କାର୍ଯ୍ୟକ୍ରମ ଓ ଗୃହନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସଫଳ ଯୁବଦ୍ୟୋଗୀ ସୁବ୍ରତ କୁମାର ସାହୁଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର-୨୦୨୪ ପ୍ରଦାନ କରାଯାଇଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ନିର୍ବାଣ ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର-୨୦୨୪ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ପୂର୍ବତନ ସାଂସଦ ଡ.ପ୍ରସନ୍ନ କୁମାର ପାଟ୍ଟଶାଣୀ, ଏଫଆଇଇଓର ଓଡ଼ିଶା ଶାଖା ମୁଖ୍ୟ କମଳାକାନ୍ତ ସାହୁ, ପାରାଦୀପ ପରିବହନର ସିଏମ୍‌ଡି ପ୍ରଭାତ ନନ୍ଦୀ, ହେଲ୍‌ଥ ଅନ୍‌ ଟପ୍‌ର ପ୍ରତିଷ୍ଠାତା ଗୌରବ ରାଲହନ, ସାମାଜିକକର୍ମୀ ଡ.ରୀନା ରାଉତରାୟ, ଭୁବନେଶ୍ୱର ଆପୋଲୋ ହସ୍ପିଟାଲର ସିଓଓ ଆଲୋକ ଶ୍ରୀବାସ୍ତବ, ଲୋରିଏଲ ଇଷ୍ଟେଟର ଏମ୍‌ଡି ଟିଟନ ସାହୁଙ୍କ ସମେତ ତୃପ୍ତିକାନ୍ତ ପାଣିଗ୍ରାହୀ, ପାର୍ଥସାରଥୀ ମିଶ୍ର, ଲକ୍ଷୀ ସ୍ବାଇଁ ଏବଂ ଅଭିନେତ୍ରୀ ନିକିତା ପ୍ରମୁଖ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୨୦ଜଣ ଶ୍ରେଷ୍ଠ ଉଦ୍ୟୋଗୀଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri