Posted inରାଜ୍ୟ

ଏଣିକି ଧର୍ମଘଟକୁ ଉସୁକାଇଲେ ଜେଲ ଦଣ୍ଡ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ସରକାରୀ କର୍ମଚାରୀ ମନ ଇଚ୍ଛା ଧର୍ମଘଟ କରି ପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରି ପାରି ପାରିବେ ନାହିଁ। ବେଆଇନ୍‌ ଧର୍ମଘଟ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିବ । ଏପରିକି ସରକାରୀ କର୍ମଚାରୀଙ୍କୁ ଚାକିରୀରୁ ବହିସ୍କାର ମଧ୍ୟ କରାଯିବ। ଧର୍ମଘଟ ଉପରେ ସରକାର ଅଙ୍କୁଶ ଲଗାଇଛନ୍ତି ।
କୌଣସି ଧର୍ମଘଟ ପାଇଁ ଯଦି ସାଧାରଣ ଲୋକଙ୍କ ସୁରକ୍ଷା ବିପନ୍ନ ହୁଏ ତାହେଲେ ଆଇନ ଅନୁଯାୟୀ ଦଣ୍ଡ ବ୍ୟବସ୍ଥା ହେବ। ଜନସାଧାରଣଙ୍କ ନିକଟରେ ଅତ୍ୟାବଶ୍ୟକ ସେବା ପହଞ୍ଚତ୍ବାରେ ବାଧା ଉପୁଜାଉଥିବା କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିଭଳି ଯଦି ବେଆଇନ ଧର୍ମଘଟକୁ କେହି ପ୍ରୋତ୍ସାହିତ କରେ କିମ୍ବା ଆର୍ଥିକ ସହଯୋଗ ମାଧ୍ୟମରେ ସମର୍ଥନ ଯୋଗାଇଦିଏ, ତେବେ ଉକ୍ତ ବ୍ୟକ୍ତିଙ୍କୁ ଏକ ବର୍ଷ ଜେଲ ଦଣ୍ଡ କିମ୍ବା ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯିବ। ଏପରିକି ଉଭୟ ଆର୍ଥିକ ଓ ଜେଲ ଦଣ୍ଡରେ ମଧ୍ୟ ଦଣ୍ଡିତ କରାଯିବ। ସୋମବାର ସରକାରଙ୍କ ଦ୍ୱାରା ଆଗତ ଓଡିଶା ଅତ୍ୟାବଶ୍ୟକୀୟ ସେବା(ରକ୍ଷଣାବେକ୍ଷଣା) ସଂଶୋଧନ ବିଲ୍‌ ୨୦୨୦କୁ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri