Posted inଖେଳ

ଚେନ୍ନାଇନ୍‌ ବିପକ୍ଷରୁ ଓଡ଼ିଶା ଏଫ୍‌ସିର ଅଭିଯାନ

ଭୁବନେଶ୍ୱର, ୮।୯ (ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୧୦ମ ସଂସ୍କରଣ ଚଳିତ ମାସ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ମ୍ୟାଚ କେରଳ ବ୍ଲାଷ୍ଟର୍ସ ଓ ବେଙ୍ଗାଲୁରୁ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ହେବ। ଏଥର ୧୨ଶ ଦଳଭାବେ ପଞ୍ଜାବ ଏଫ୍‌ସି ଆଇଏସ୍‌ଏଲ୍‌ ଖେଳିବ। ଗତ ସିଜନରେ ପ୍ରଥମଥର ପାଇଁ ପ୍ଲେ-ଅଫ୍‌ରେ ପ୍ରବେଶ କରି ୬ଷ୍ଠ ସ୍ଥାନ ଅଧିକାର କରିଥିବା ଓଡ଼ିଶା ଏଫ୍‌ସି ଏଥର ସେପ୍ଟେମ୍ବର ୨୩ରେ କଳିଙ୍ଗ ଷ୍ଟାଡିୟମରେ ଚେନ୍ନାଇନ୍‌ ଏଫ୍‌ସି ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ପ୍ରଥମାର୍ଦ୍ଧରେ ଓଡ଼ିଶା ଏଫ୍‌ସି ଖେଳିବାକୁ ଥିବା ୧୨ଟି ମ୍ୟାଚର କାର୍ଯ୍ୟସୂଚୀ ଘୋଷିତ ହୋଇଛି।
କାର୍ଯ୍ୟସୂଚୀ
ସେପ୍ଟେମ୍ବର ୨୩: ବନାମ ଚେନ୍ନାଇନ୍‌ ଏଫ୍‌ସି, ସ୍ଥାନ: କଳିଙ୍ଗ ଷ୍ଟାଡିୟମ, ସମୟ: ଅପରାହ୍ନ ୫ଟା ୩୦
ସେପ୍ଟେମ୍ବର ୨୮: ବନାମ ମୁମ୍ବାଇ ସିଟି ଏଫ୍‌ସି, ସ୍ଥାନ କଳିଙ୍ଗ ଷ୍ଟାଡିୟମ, ସମୟ: ରାତି ୮ଟା
ଅକ୍ଟୋବର ୭: ବନାମ ଏଫ୍‌ସି ଗୋଆ, ସ୍ଥାନ: ଜବାହରଲାଲ ନେହେରୁ ଷ୍ଟାଡିୟମ (ଗୋଆ), ସମୟ: ରାତି ୮ଟା
ଅକ୍ଟୋବର ୨୭: ବନାମ କେରଳ ବ୍ଲାଷ୍ଟର୍ସ, ସ୍ଥାନ: ଜବାହରଲାଲ ନେହେରୁ ଷ୍ଟାଡିୟମ (କୋଚି), ସମୟ: ରାତି ୮ଟା
ଅକ୍ଟୋବର ୩୧: ବନାମ ବେଙ୍ଗାଲୁରୁ ଏଫ୍‌ସି, ସ୍ଥାନ: କଳିଙ୍ଗ ଷ୍ଟାଡିୟମ, ସମୟ: ରାତି ୮ଟା
ନଭେମ୍ବର ୩: ବନାମ ନର୍ଥଇଷ୍ଟ ୟୁନାଇଟେଡ, ସ୍ଥାନ: କଳିଙ୍ଗ ଷ୍ଟାଡିୟମ, ସମୟ ରାତି ୮ଟା
ଡିସେମ୍ବର ୧: ବନାମ ଜାମସେଦପୁର ଏଫ୍‌ସି, ସ୍ଥାନ: ଜେଆରଡି ଟାଟା ସ୍ପୋଟର୍‌ସ କମ୍ପ୍ଲେକ୍ସ (ଜାମସେଦପୁର), ସମୟ: ରାତି ୮ଟା
ଡିସେମ୍ବର ୬: ବନାମ ମୋହନ ବାଗାନ ସୁପର ଜାଏଣ୍ଟ, ସ୍ଥାନ: ବିବେକାନନ୍ଦ ଯୁବ ଭାରତୀ କ୍ରୀଡ଼ାଙ୍ଗନ (କୋଲକାତା), ସମୟ: ରାତି ୮ଟା
ଡିସେମ୍ବର ୧୭: ବନାମ ହାଇଦ୍ରାବାଦ ଏଫ୍‌ସି, ସ୍ଥାନ: କଳିଙ୍ଗ ଷ୍ଟାଡିୟମ, ସମୟ: ରାତି ୮ଟା
ଡିସେମ୍ବର ୨୨: ବନାମ ଇଷ୍ଟବେଙ୍ଗଲ ଏଫ୍‌ସି, ସ୍ଥାନ: ବିବେକାନନ୍ଦ ଯୁବ ଭାରତୀ କ୍ରୀଡ଼ାଙ୍ଗନ (କୋଲକାତା), ସମୟ: ରାତି ୮ଟା
ଡିସେମ୍ବର ୨୬: ପଞ୍ଜାବ ଏଫ୍‌ସି, ସ୍ଥାନ: ଜବାହରଲାଲ ନେହେରୁ ଷ୍ଟାଡିୟମ (ଦିଲ୍ଲୀ), ସମୟ ରାତି ୮ଟା
ଡିସେମ୍ବର ୨୯: ବନାମ ଜାମସେଦପୁର ଏଫ୍‌ସି, ସ୍ଥାନ: କଳିଙ୍ଗ ଷ୍ଟାଡିୟମ, ସମୟ: ଅପରାହ୍ନ ୫ଟା ୩୦।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?