Posted inଖେଳ

କେରଳ ବ୍ଲାଷ୍ଟର୍ସ ସହ ଡ୍ର ରଖିଲା ଓଡ଼ିଶା ଏଫ୍‌ସି

ମାର୍ଗାଓ, ୧୨। ୨ : ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଗୁରୁବାର ଓଡ଼ିଶା ଏଫ୍‌ସି ଓ କେରଳ ବ୍ଲାଷ୍ଟର୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୨-୨ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି। ଓଡ଼ିଶା ଏଫ୍‌ସି ତରଫରୁ ଡିଏଗୋ ମୌରିସିଓ (୪୫ତମ ଓ ୭୪ତମ ମିନିଟ୍‌) ଦୁଇଟି ଗୋଲ ସ୍କୋର କରିଥିଲେ। କେରଳ ବ୍ଲାଷ୍ଟର୍ସର ଜୋର୍ଡାନ ମୁରେ (୫୨ତମ) ଏବଂ ଗ୍ୟାରି ହୁପର (୬୮ତମ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ଦଳ ଓଡ଼ିଶା ଅପେକ୍ଷା ଭଲ ଖେଳିଥିଲା। ବହୁ ଗୋଲ ଦେବାର ସୁଯୋଗ ପାଇଥିଲେ ମଧ୍ୟ କାର୍ଯ୍ୟକାରୀ କରିବାରେ ବିଫଳ ରହିଥିଲା। ମ୍ୟାଚ ଡ୍ର ରଖିବା ଦ୍ୱାରା ଦଳ ପ୍ଲେ-ଅଫ୍‌ ଆଶା ମଉଳି ଯାଇଛି। ଡିଏଗୋ ମୌରିସିଓ ହିରୋ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ପ୍ରତିଯୋଗିତାରେ ଓଡ଼ିଶା ଏଫ୍‌ସିର ଏହା ୧୬ତମ ମ୍ୟାଚ ଥିଲା। ଦଳ ଗୋଟିଏ ବିଜୟ, ୬ ଡ୍ର ଏବଂ ୯ ପରାଜୟରୁ ୯ ପଏଣ୍ଟ ଲାଭ କରି ଟେବୁଲର ସର୍ବନିମ୍ନ ୧୧ତମ ସ୍ଥାନରେ ରହିଛି। ଅନ୍ୟପକ୍ଷରେ ୧୭ ମ୍ୟାଚ ଖେଳି ସାରିଥିବା କେରଳ ଦଳ ୧୬ ପଏଣ୍ଟ ସହ ଟେବୁଲର ୯ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri