Posted inଜାତୀୟ

ଦିଲ୍ଲୀରେ ପାଳନ ହେବ ‘ଓଡ଼ିଶା ପର୍ବ’: ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ଭୁବନେଶ୍ୱର,୧।୪: ଉତ୍କଳ ଦିବସରେ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଦିଲ୍ଲୀରେ ଓଡ଼ିଶା ପର୍ବ ଧୂମଧାମରେ ପାଳନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉତ୍କଳ ଦିବସ ଅବସରରେ ଦିଲ୍ଲୀ ସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରି ମହାପ୍ରଭୁଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏହସହ ସେ ସମସ୍ତ ଓଡିଆ ଏବଂ ଦିଲ୍ଲୀରେ ବସବାସ କରୁଥିବା ଓଡିଆ ଭଉଣୀଭାଇଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଦିଲ୍ଲୀରେ ରହୁଥିବା ଓଡିଆମାନଙ୍କର ବିକାଶ ଏବଂ ସମୃଦ୍ଧି କାମନା କରିଛନ୍ତି ।

ଏହାସହ ସେ କହିଛନ୍ତି, ଆଗାମୀ ଦିନରେ ଦିଲ୍ଲୀରେ ରେଖା ସରକାରଙ୍କ ତରଫରୁ ଓଡିଶା ପର୍ବ ଧୂମଧାମରେ ପାଳନ ହେବ।

ସୂଚନାଯୋଗ୍ୟ, ନିକଟରେ ମୁଖ୍ୟମନ୍ତ୍ରୀ ରେଖା ଓଡ଼ିଶା ଗସ୍ତରେ ଆସି ପୁରୀରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri