odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଜିଲାର ୩୮ଟି ପଞ୍ଚାୟତର ୭୫ଟି ଗାଁ ବନ୍ୟା ପାଣିରେ ପ୍ରଭାବିତ ହୋଇଥିବ ସେ କହିଛନ୍ତି।

ଏପରିକି ପଟ୍ଟାମୁଣ୍ଡାଇ ପୌରପାଳିକାର ୧୧ଟି ୱାର୍ଡ ପ୍ରଭାବିତ ହୋଇଥିବା ବେଳେ ୩୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ବନ୍ୟାଞ୍ଚଳରେ ସ୍ବାସ୍ଥ୍ୟସେବା ପାଇଁ ୮ଟି ମେଡିକାଲ ଟିମ୍‌ ନିୟୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri