Posted inରାଜ୍ୟ

ଓଡିଶା ସରକାରଙ୍କ ବଡ଼ ନିଷ୍ପତ୍ତି, ବୃଦ୍ଧି କରାଯିବ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର,୧୨।୧୧: ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଲୋକମାନଙ୍କ ପାଇଁ ଅଧିକ ସୁବିଧାଜନକ କରିବା ଲାଗି ସବୁ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ସଂପ୍ରତି ରାଜ୍ୟରେ ପ୍ରାୟ ୨୮ହଜାର ବେଡ୍‍ ରହିଥିବାବେଳେ ଏହି ସଂଖ୍ୟା ୫୦ହଜାରକୁ ଛୁଇଁବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର କହିଛନ୍ତି ।

ସେ କହିଛନ୍ତି ରାଜ୍ୟ ସରକାର ଆମ ହସ୍ପିଟାଲ ରୂପାନ୍ତରଣ ପରେ ଏବେ ନୂଆ ହସ୍ପିଟାଲ ଖୋଲିବା ସହିତ ବେଡ୍‍
ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଏବେ ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ ଅଧୀନରେ ୧୧ଟି ମେଡ଼ିକାଲ କଲେଜ କାର୍ଯ୍ୟ କରୁଥିବାବେଳେ ଆଉ ୩ଟି ଖୋଲାଯିବ ।

ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସଂଖ୍ୟା ୩୦୦ ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ୩୦ଟି ଲେଖାଏଁ ଶଯ୍ୟା ସଂରକ୍ଷିତ ରଖିବାକୁ ପ୍ରସ୍ତୁତି କରାଯାଉଛି । ସେହିପରି ରାଜ୍ୟରେ ୧୨ଶହ ୩୬ଟି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କାର୍ଯ୍ୟ କରୁଥିବାବେଳେ ଏହାକୁ ଅପ୍‍ଗ୍ରେଡ୍‍ କରାଯାଇ ଏଥିରେ ଆଉ ୩୦୬ଟି ସ୍ୱାସ୍ଥ୍ୟକେନ୍ଦ୍ର ଯୋଡ଼ିହେବ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri