ହିତାଧିକାରୀଙ୍କ ପାଇଁ e-KYC ଅବଧି ବୃଦ୍ଧି କଲେ ସରକାର, ଏହି ଦିନ ଯାଏ ଶେଷ ସୁଯୋଗ

ଭୁବନେଶ୍ୱର,୨।୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ e-KYC ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରିଛନ୍ତି। ଏହି ଅବଧି ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ହିତାଧିକାରୀମାନେ ଏପର୍ଯ୍ୟନ୍ତ e-KYC କରାଇ ନାହାନ୍ତି, ସେମାନେ ବର୍ଦ୍ଧିତ ସମୟ ଭିତରେ ନିକଟସ୍ଥ ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଆଧାରଯୁକ୍ତ e-KYC କରାଇବାକୁ ପରାମର୍ଶ ଦିଆଯାଇଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

ଏହାସହିତ ରାଜ୍ୟରେ ପୂର୍ବଭଳି ରାସନ ଚାଉଳ ଯୋଗାଣ ଜାରି ରହିବ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ e-KYC କରି ନ ଥିବା ହିତାଧିକାରୀଙ୍କ ଚାଉଳ ଯୋଗାଣ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ। ଅର୍ଥାତ୍ ରାସନକାର୍ଡଧାରୀମାନେ ପୂର୍ବଭଳି ନିଜ କୋଟାର ଚାଉଳ ଉଠାଇ ପାରିବେ। e-KYC କରି ନ ଥିବା ୧୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଚାଉଳ ଯୋଗାଣ ନେଇ ମଧ୍ୟ କୌଣସି ଅପଡେଟ ଆସିନାହିଁ।

ଚଳିତ ମାସ ୧୫ ତାରିଖରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଅକ୍ଟୋବର ଶେଷ ସୁଦ୍ଧା e-KYC କରି ନ ଥିବା ହିତାଧିକାରୀଙ୍କୁ ନଭେମ୍ବରରୁ ଚାଉଳ ମିଳିବ ନାହିଁ ବୋଲି କହିଥିଲେ। କିନ୍ତୁ ଏହି ଅବଧି ବୃଦ୍ଧି ପରେ ହିତାଧିକାରୀମାନଙ୍କୁ ସମୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri