Posted inରାଜ୍ୟ

କୃଷକସାଥୀଙ୍କ ଆବଶ୍ୟକୀୟ ଖର୍ଚ୍ଚ ୧୨ ହଜାରୁ ୧୮ ହଜାରକୁ ବଢାଇଲେ ସରକାର

ଭୁବନେଶ୍ବର,୧୭।୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକସାଥୀ ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକସାଥୀ ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକସାଥୀ କାମ କରୁଛନ୍ତି ।

କୃଷକସାଥୀମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?