ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ ହୋଇଛି। ସୋମବାର ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ତଥ୍ୟ ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସମେତ ୧୬ ଜଣ ମନ୍ତ୍ରୀଙ୍କର ୧୭ଟି କ୍ୱାର୍ଟର୍ସ ନବୀକରଣରେ ମୋଟ ୩,୩୯,୫୨,୨୨୩ ଟଙ୍କା ଖର୍ଚ୍ଚ ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ (ୟୁନିଟ୍-୨ ଓ ୟୁନିଟ୍-୫) କ୍ୱାର୍ଟର୍ସରେ ଯଥାକ୍ରମେ ୫୦,୧୦,୮୭୧ ଟଙ୍କା ଏବଂ ୨୩,୪୭,୪୮୭ ଟଙ୍କା ବ୍ୟୟ ହୋଇଛି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ କ୍ୱାର୍ଟର୍ସରେ ଦ୍ୱିତୀୟ ସର୍ବାଧିକ ୨୮,୨୧,୨୩୦ ଟଙ୍କା ଖର୍ଚ୍ଚ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri