ସରକାରୀ କର୍ମଚାରୀଙ୍କ ପାଇଁ ଦଶହରା ଭେଟି ଦେଲେ ରାଜ୍ୟ ସରକାର, ୪% ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର, ୨୦/୧୦: ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ରାଜ୍ୟ ସରକାର ମହଙ୍ଗା ଭତ୍ତା (ଡିଏ) ଏବଂ ଅତିରିକ୍ତ ଭତ୍ତା(ଟିଆଇ) ୪% ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା ୪୨% ଥିବା ବେଳେ ୪୬% କୁ ବୃଦ୍ଧି ପାଇବ। ଏହାଦ୍ୱାରା ୪.୫ ଲକ୍ଷ ରାଜ୍ୟ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ବର୍ଦ୍ଧିତ ଡିଏ ଏବଂ ଟିଆଇ କୁ ୦୧.୦୭.୨୦୨୩ ରୁ ପିଛିଲା ଭାବରେ ପ୍ରଦାନ କରାଯିବ।

ଏହା ପୂର୍ବରୁ ବୁଧବାର(ଅକ୍ଟୋବର ୧୮) ରେ କେନ୍ଦ୍ର କ୍ୟାବିନେଟ କେନ୍ଦ୍ରୀୟ କର୍ମଚାରୀ ମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତିକୁ ଅନୁମୋଦନ ମିଳିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri