ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର, ଏମାନଙ୍କୁ ମିଳିବ ସୁବିଧା

ଭୁବନେଶ୍ୱର,୧୪।୫: ଓଡ଼ିଶା ରାଜ୍ୟ କ୍ୟାବିନେଟ୍‌ ଉଚ୍ଚଶିକ୍ଷାରେ ସଂରକ୍ଷଣ ବ୍ୟବସ୍ଥା ଲାଗି ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି I ଏହି ଆରକ୍ଷଣ ନୀତି ଅନୁସାରେ ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ ବର୍ଗ (SEBC) ର ଛାତ୍ରଛାତ୍ରୀଙ୍କ ପାଇଁ ନାମ ଲେଖାରେ ୧୧.୨୫% ଆସନ ସଂରକ୍ଷଣ ଲାଗୁ କରାଯିବ। ଏହି ନୀତି ଚଳିତ ଶିକ୍ଷାବର୍ଷ ୨୦୨୫–୨୬ ରୁ ରାଜ୍ୟର ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ପ୍ରଚଳନ କରାଯିବ।

ଏହି ସଂରକ୍ଷଣ ବ୍ୟବସ୍ଥା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସ୍ନାତକ, ସ୍ନାତକୋତ୍ତର, ଶିକ୍ଷକ ଶିକ୍ଷା ଓ ଆଇନ ପାଠ୍ୟକ୍ରମ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚମାଧ୍ଯମିକ (+୨), ଶିକ୍ଷକ ଶିକ୍ଷା ଓ ବୃତ୍ତିମୂଳକ ପାଠ୍ୟକ୍ରମ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଦର୍ଶନ କଳାରେ ସ୍ନାତକ ପାଠ୍ୟକ୍ର କ୍ରମ ଏବଂ ବଂ କ୍ରୀ କ୍ରୀଡା ଓ ଯୁବସେବା ବିଭାଗର ବି.ପି.ଏଡ୍/ଏମ.ପି.ଏଡ୍ ପାଠ୍ୟକ୍ରମରେ ଲାଗୁ କରାଯିବ ।

ଏହା ସହିତ ଏହି ଅନୁଷ୍ଠାନ ମାନଙ୍କରେ ଅନୁସୂଚିତ ଜନଜାତି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ଲାଗି ୨୨.୫%, ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ଲାଗି ୧୬.୨୫%, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଛାତ୍ରୀ ମାନଙ୍କ ଲାଗି ୫% ଓ ପୂର୍ବତନ ସେନାନୀଙ୍କ ପରିବାର ସଦସ୍ୟଙ୍କ ଲାଗି ୧% ଆସନ ସଂରକ୍ଷ ସଂରକ୍ଷଣ ସମାନ ରୂପେ ପ୍ରଚଳନ କରାଯିବ।

ଜାତୀୟ ଶିକ୍ଷା ନୀତି (NEP) 2020 ର ଦୃଷ୍ଟିକୋଣ ସହ ସମନ୍ବୟ ରଖି, ଏହି ପଦକ୍ଷେପ ଅବହେଳିତ ଓ ପଛୁଆ ସମ୍ପ୍ରଦାୟମାନଙ୍କ ପାଇଁ ଶିକ୍ଷାର ଉପଲବ୍ଧତା ବଢ଼ାଇବା, ଶିକ୍ଷା ଓ ଚାକିରି କ୍ଷେତ୍ରରେ ସଂରକ୍ଷଣକୁ ସମନ୍ବିତ କରିବା ଉଦ୍ଦେଶ୍ୟରେ ଗ୍ରହଣ କରାଯାଇଛି I ଏହା ମାଧ୍ୟମରେ ମୋଟ ନାମଲେଖା ଅନୁପାତ (GER) ବୃଦ୍ଧି ପାଇବ ଓ ସାମାଜିକ ଓ ଅର୍ଥନୈତିକ ଭାବେ ଦୁର୍ବଳ ଶିକ୍ଷାରେ ଅଂଶଗ୍ରହଣକୁ ଅଧିକ ସୁଦୃଢ଼ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri