ସିଭିଲ୍‌ ଡିଫେନ୍ସ ଭଲ୍ୟୁଣ୍ଟରଙ୍କ ଦୈନିକ ଡ୍ୟୁଟି ଭତ୍ତା ବଢ଼ାଇଲେ ସରକାର; ଥିଲା ୩୧ ଟଙ୍କା, ହେଲା…

ଭୁବନେଶ୍ୱର, ୧୩ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀ (ସିଭିଲ ଡିଫେନ୍ସ ଭଲ୍ୟୁଣ୍ଟର) ମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କ ଦୈନିକ ଡ୍ୟୁଟି ଭତ୍ତା ପରିମାଣ ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ହୋଇଛି। ସେହିପରି ଦୈନିକ ଟ୍ରେନିଂ ଭତ୍ତା ପରିମାଣ ୨୮ ଟଙ୍କାରୁ ୧୪୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ମେ ପହିଲାଠାରୁ ଲାଗୁ କରାଯିବ। ଓଡ଼ିଶାରେ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ସଂଖ୍ୟା ୭୦୦ରୁ କମ୍‌ ଅଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟରେ ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?