Posted inରାଜ୍ୟ

ଯୁବଗୋଷ୍ଠୀଙ୍କୁ ଦକ୍ଷ ଓ ସ୍ୱାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ଆରମ୍ଭ କଲେ ‘ନୂତନ ଉନ୍ନତ ଅଭିଳାଷ– ନୂଆ ଓଡ଼ିଶା ଯୋଜନା’

ଭୁବନେଶ୍ୱର,୨୫।୧୦: ନୂତନ ବୈଷୟିକ କ୍ଷେତ୍ରରେ ରାଜ୍ୟର ଯୁବଗୋଷ୍ଠୀଙ୍କୁ ଦକ୍ଷ ଏବଂ ସମୃଦ୍ଧ କରିବା ଲକ୍ଷ୍ୟ ନେଇ ସରକାର ‘ନୂତନ ଉନ୍ନତ ଅଭିଳାଷ– ନୂଆ ଓଡ଼ିଶା ଯୋଜନା’ ଆରମ୍ଭ କରିଛନ୍ତି। ଏହା କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟ ପ୍ରଗତି କ୍ଷେତ୍ରରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

ସମସ୍ତ ୩୦ଟିଯାକ ଜିଲ୍ଲାରେ ଏହା କାର୍ଯ୍ୟକାରୀ କରାଯିବ। ଆସନ୍ତା ତିନି ବର୍ଷ ମଧ୍ୟରେ ଏହି ଯୋଜନା ବାବଦରେ ୩୮୫ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରତି ବର୍ଷ ୧ ଲକ୍ଷ ଯୁବାଙ୍କ ଦକ୍ଷତା ବୃଦ୍ଧି କରିବା ସହିତ ସ୍ୱାବଲମ୍ବୀ କରାଇବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri