IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….

ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ବଦଳିଲେ ମାଲକାନଗିରି ଜିଲ୍ଲାପାଳ । ପ୍ରଥମେଶ ଅରବିନ୍ଦଙ୍କୁ ଦାୟିତ୍ବ ଦିଆଯାଇଛି । କ୍ଷୁଦ୍ର ଶିଳ୍ପ ନିଗମ ଏମ୍‌ଡି ହେଲେ ସ୍ମୃତିରଞ୍ଜନ ପ୍ରଧାନ । ସିଦ୍ଧାର୍ଥ ଦାସ ମତ୍ସ୍ୟ ସଂପଦ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି । ଶିକ୍ଷକ ଶିକ୍ଷା ଓ ତାଲିମ ବିଭାଗ (TE & SCERT)ର ନିର୍ଦ୍ଦେଶକ ହେଲେ ମଧୁସ୍ମିତା ସାହୁ । ଉପମା କାଲୋଙ୍କୁ ସମ୍ବଲପୁର ଆରଡିସି ଅତିରିକ୍ତ ଦାୟିତ୍ବ ଦିଆଯାଇଛି।

ଅନ୍ୟପଟେ ସ୍ତତନ୍ତ ଓ ବୟନଶିଳ୍ପର ନିର୍ଦ୍ଦେଶକ ହେଲେ ସୋମେଶ ଉପାଧ୍ୟାୟ । ଲିଲି କୁମାରୀ ସାହୁ ହେଲେ ପବ୍ଲିକ ଏଣ୍ଟରପ୍ରାଇଜର ଅତିରିକ୍ତ ସଚିବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସି-ସୋର ଚିଟ୍‌ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍‌ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୨ା୩(ପ୍ରଭୁକଲ୍ୟାଣ ମହାପାତ୍ର): ବହୁଚର୍ଚ୍ଚିତ ସି-ସୋର୍‌ ଚିଟ୍‌ଫଣ୍ଡ୍‌ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା…

ବିଶ୍ଵର ସ୍ମାର୍ଟଫୋନ୍ ହବ୍ ପାଲଟିବ ଭାରତ: ନୂଆ ସବସିଡି ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨ା୩: ଭାରତକୁ ବିଶ୍ଵର ସ୍ମାର୍ଟଫୋନ୍ ହବ୍ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆପଲ୍ ଏବଂ ସାମସଙ୍ଗ ଭଳି ବୃହତ ସ୍ମାର୍ଟଫୋନ୍…

‘ମୁଖ୍ୟମନ୍ତ୍ରୀ ମୋ ପାଇଁ କୃଷ୍ଣ’, ନୀତୀଶ କୁମାରଙ୍କ ନାମ ନେବାରୁ କାହିଁକି କାନ୍ଦି ଉଠିଲେ ମହିଳା ମନ୍ତ୍ରୀ, ଜାଣନ୍ତୁ ଏହା ପଛର କାରଣ

ପାଟନା,୧୨।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ଯାଉଛନ୍ତି। ତାଙ୍କ ନିଷ୍ପତ୍ତି ଦଳୀୟ କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି।…

ସରକାର ମୋ କଥା ଶୁଣିବା ଉଚିତ୍…ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଝାଡିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୨।୩: ଗୁରୁବାର ଦିନ ଲୋକସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ଗ୍ୟାସ ସିଲିଣ୍ଡରକୁ ନେଇ ପ୍ରତିବାଦ କରିଥିଲେ। ମୁଲତବୀ ପରେ, ବିରୋଧୀ ଏମପିମାନେ ସଂସଦ ପରିସରରେ ସ୍ଲୋଗାନ…

ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା

ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର…

ଆରାବଳୀ ପର୍ବତମାଳାରେ ବର୍ଷକୁ ୧୩.୮% ମୃତ୍ତିକା କ୍ଷୟ, ବନୀକରଣ ବୃଦ୍ଧି ପାଇଥିଲେ ବି…

ନୂଆଦିଲ୍ଲୀ,୧୨ା୩ (ପି.ଟି.): ଆରାବଳୀ ପର୍ବତମାଳାର ପରିବେଶ କ୍ଷୟକ୍ଷତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ବୁଧବାର ସାମ୍ନାକୁ ଆସିଛି। ୨୦୧୭ରୁ ୨୦୨୪ ମଧ୍ୟରେ ଆରାବଳୀ ଅଞ୍ଚଳରେ ବାର୍ଷିକ ହାରାହାରି…

ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି

ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍‌ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା…

ପୁଣି ବୁଲଡୋଜର ମାଡ଼: ଭାଙ୍ଗୁଛି ଗୋଟିଏ ପରେ ଗୋଟିଏ ନିଶା ଆଡ୍ଡାସ୍ଥଳୀ

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢି ଚାଲିଥିବା ନିଶା କାରବାର ପୋଲିସର ନିଦ ହଜାଇ ଦେଇଛି। ପୋଲିସ ଥରକୁ ଥର ଚଢାଉ କରୁଛି । କଫ ସିରପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri