IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ଓଡିଶା ସରକାର, ଚଞ୍ଚଲ ରାଣାଙ୍କୁ ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର,୧୦।୧୦: ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍‌ଡି ହୋଇଥିବା ବେଳେ ସୁରେନ୍ଦ୍ର କୁମାର ମୀନା ST/SC ବିକାଶ ବିଭାଗର ଅତିରିକ୍ତ ସଚିବ ଓ ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।

ବିଏମ୍‌ସି କମିଶନର ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗିରିଶ ଏସ୍‌.ଏନ୍‌ଙ୍କୁ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ, ପ୍ରେମଜିତ୍ ନାୟକଙ୍କୁ ST ବିଭାଗର ନିର୍ଦ୍ଦେଶକ, ଦୀପଙ୍କର ମହାପାତ୍ରଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ, ପ୍ରଣତି ଛୋଟରାୟଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ, ନିବେଦିତା ପୃଷ୍ଟିଙ୍କୁ ବୟନିକାର ଏମ୍‌ଡି, ମଧୁସ୍ମିତା ସାମଲଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଏବଂ ସଞ୍ଜୟ ବିଶ୍ୱାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହାସହ ବରିଷ୍ଠ ଓଏଏସ ଅଧିକାରୀ କାହ୍ନୁଚରଣ ଧୀରଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ…

ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୧୪।୩: ବରିଷ୍ଠ IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆସନ୍ତା ରଥଯାତ୍ରା ଦାୟିତ୍ୱ ଦିଆଯାଇଛି। ଶୃଙ୍ଖଳିତ ରଥଯାତ୍ରା ପାଇଁ ପୋଲିସ ମୁଖ୍ୟାଳୟ ସୂତ୍ରରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଆଇନଶୃଙ୍ଖଳା, ଟ୍ରାଫିକ,…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri