Posted inରାଜ୍ୟ

ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଶିକ୍ଷକ ଓ ଅଣଶିକ୍ଷକଙ୍କ MACP ଓ PH.D ପାଇଁ ନିୟମ ସରଳ କଲେ ସରକାର

ଭୁବନେଶ୍ୱର,୧୫ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି।

ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନା କୁ (Modified Assured Career Progression Scheme) ସରଳ କରାଯାଇଛି. ଏବେ 100% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ପ୍ରଥମ ଅନୁଦାନ ମିଳିବା ଦିନ କୁ ଭିତ୍ତି କରି MACP ନିର୍ଣ୍ଣୟ କରାଯିବ.

ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକ ମାନଙ୍କୁ ଆକର୍ଷିତ କରିବା PH.D ଡିଗ୍ରୀ ହାସଲ ପାଇଁ, ସ୍ଵତନ୍ତ୍ର ପଦକ୍ଷେପ ନିଆଯାଇଛି. ଅଧ୍ୟାପକମାନଙ୍କୁ ଚାକିରୀ ସମୟରେ Ph.D ର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ entry level ରେ appropriate pay ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ ସହାୟତା ପ୍ରାପ୍ତ କଲେଜ ର ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri