ଆଦିବାସୀ ପିଲାମାନଙ୍କ ଶିକ୍ଷା, ସଂସ୍କୃତିକୁ ସମୃଦ୍ଧ କରିବା ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର,୧୫ା୧୧: ଜନତା ମଇଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ସମାରୋହ ପାଳନରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଦିବାସୀମାନଙ୍କର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଜନଜାତିଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିରେ ୧୬ଟି ଆଶ୍ରମ ସ୍କୁଲକୁ ହାଇସ୍କୁଲକୁ ଉନ୍ନୀତ କରାଯିବ। ପ୍ରତ୍ୟେକ ସ୍କୁଲ ପିଛା ୧୫କୋଟି ଟଙ୍କା ଭାବରେ ସମୁଦାୟ ୨୪୦ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୧୩ଟି ମାଧ୍ୟମିକ ବିଦ୍ୟାଳୟକୁ ମଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ପିଛା ୨୨ କୋଟି ଟଙ୍କା ହିସାବରେ ୨୮୬ କୋଟି ଟଙ୍କା ବିନିଯୋଗ ହେବ। ୪୨୬ଟି ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲ ନିର୍ମାଣ ପାଇଁ ୮୫୨ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ସେହିପରି ଭୁବନେଶ୍ବରର ଗୋଠପାଟଣା ଠାରେ ଜନଜାତି ସଂସ୍କୃତି ଓ ଐତିହ୍ୟ ଭବନ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଗୋଠପାଟଣା ଠାରେ ଜନଜାତି ଭାଷା ପ୍ରତିଷ୍ଠାନ ନିର୍ମାଣ ପାଇଁ ୫୦ କୋଟି ଟଙ୍କା ଓ ଜନଜାତି ଅସ୍ମିତା ଭବନ ନିର୍ମାଣ ପାଇଁ ୪ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୫ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ୩ କୋଟି ଟଙ୍କା ବିନିଯୋଗ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?