ସରକାରୀ ନିଯୁକ୍ତି ପରୀକ୍ଷା ପାଇଁ ରାଜ୍ୟ ସରକାର ନେଲେ ବଡ ନିଷ୍ପତ୍ତି, ଆଶାୟୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ୱର,୧୦ା୯: ରାଜ୍ୟ ସରକାର ସରକାରୀ ପଦବୀ ଓ ସେବାରେ ନିଯୁକ୍ତି ପାଇଁ ଆବେଦନ ଓ ପରୀକ୍ଷା ଫିସ୍‌ ପ୍ରଦାନ ବନ୍ଦ ନିୟମାବଳୀ, ୨୦୨୨କୁ ବାତିଲ କରି ନୂତନ ନିଷ୍ପତ୍ତି ନେଇଛନ୍ତି। ଏଣିକି ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ଭିନ୍ନକ୍ଷମ ବର୍ଗ ବ୍ୟତୀତ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କଠାରୁ ନିଯୁକ୍ତି ସଂସ୍ଥାଗୁଡ଼ିକ ପରୀକ୍ଷା ଫିସ୍‌ ଆଦାୟ କରିବେ।

ଏହା ଆବେଦନ ପ୍ରକ୍ରିୟାର ଗୁଣବତ୍ତା ବୃଦ୍ଧି, ଅନାଗ୍ରହୀ ପ୍ରାର୍ଥୀଙ୍କ ସଂଖ୍ୟା ହ୍ରାସ ଓ ଯୋଗ୍ୟ ଆଶାୟୀଙ୍କୁ ସୁନିଶ୍ଚିତ କରିବା ଲକ୍ଷ୍ୟ ରଖିଛି। ଅନୁପସ୍ଥିତ ପ୍ରାର୍ଥୀଙ୍କ କାରଣରେ ପ୍ରଶାସନିକ ବୋଝ ଓ ପରୀକ୍ଷା ଖର୍ଚ୍ଚ ବୃଦ୍ଧି ଏବଂ ସମ୍ବଳ ଅପଚୟକୁ ରୋକିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ପୁନଶ୍ଚ, ନିଯୁକ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀଙ୍କୁ ଆବେଦନ ସମୟରେ ଦିଆଯାଇଥିବା ଫିସ୍‌ ସମ୍ପୂର୍ଣ୍ଣ ଫେରସ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri