Posted inରାଜ୍ୟ

ସରକାରଙ୍କ ବଡ଼ ନିଷ୍ପତ୍ତି; ସରଳ ହେବ ଅବସର ଗ୍ରହଣ କରିଥିବା ସରକାରୀ କର୍ମଚାରୀମାନଙ୍କର ପେନସନ୍ ପ୍ରାପ୍ତି

ଭୁବନେଶ୍ୱର,୧୩ା୧୧: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଓଡ଼ିଶାର ସମସ୍ତ ୩୦ ଗୋଟି ଜିଲ୍ଲାରେ ଚାକିରିରୁ ଅବସର ଗ୍ରହଣ କରିଥିବା ଶିକ୍ଷକ ତଥା ଅନ୍ୟାନ୍ୟ କର୍ମଚାରୀମାନଙ୍କର ପେନସନ୍ ପ୍ରାପ୍ତି ଅଧିକ ସୂଚାରୁ ଭାବରେ କରାଯିବ। ଏଥିପାଇଁ ପେନସନ ପ୍ରଦାନ କାର୍ଯ୍ୟରେ ଜଡିତ ସମସ୍ତ ବିଭାଗର ସମସ୍ତ ଅଧିକାରୀମାନଙ୍କ ଉପସ୍ଥିତିରେ ସ୍ବତନ୍ତ୍ର ପେନସନ୍ ଅଦାଲତ ଅନୁଷ୍ଠିତ ହେବ।

ନଭେମ୍ବର ୧୮ ତାରିଖରେ ଅନୁଗୁଳ ଜିଲ୍ଲାରେ ପାଇଲଟ୍ ପ୍ରକଳ୍ପ ଭାବରେ ଏହିଭଳି ଏକ ପେନସନ୍ ଅଦାଲତ ଅନୁଷ୍ଠିତ ହେବ। ଜିଲ୍ଲାର ସମସ୍ତ ପେନସନ ମଞ୍ଜୁର କରୁଥିବା ଅଧିକାରୀ, ଚାକିରିରୁ ଅବସର ନେଇଥିବା ଏବଂ ପେନସନ ପାଇବା ପାଇଁ ଅପେକ୍ଷା କରୁଥିବା କର୍ମଚାରୀଙ୍କର ପେନସନ୍ ସମ୍ବନ୍ଧିତ କାଗଜପତ୍ର ସହିତ ଉପସ୍ଥିତ ରହିବ। ଅନୁରୂପ ଭାବରେ ଓଡ଼ିଶାର ସମସ୍ତ ଜିଲ୍ଲାମାନଙ୍କରେ ପର୍ଯ୍ୟାୟ କ୍ରମେ ପେନସନ୍ ଅଦାଲତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri