ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାର ‘ଖୋ ଖୋ’ ଖେଳର ଜାତୀୟ ଟିମକୁ ଆଗାମୀ ୩ ବର୍ଷ ପାଇଁ ସ୍ପନସର କରିବେ । ଏହି ସ୍ପନସରସିପ ର ଅବଧି ୨୦୨୫ ଜାନୁଆରୀରୁ ୨୦୨୭ ଡିସେମ୍ବର ପର୍ଯ୍ୟନ୍ତ ରହିବ। ଏଥିପାଇଁ ବର୍ଷକୁ ୫ କୋଟି ଟଙ୍କା ଲେଖାଏଁ ସମୁଦାୟ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଓଡିଶା ଖଣି ନିଗମ ପକ୍ଷରୁ ଏହି ଅର୍ଥ ପ୍ରଦାନ କରାଯିବ। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳୀ ପ୍ରୋତ୍ସାହନ ପାଇବା ସହିତ ଓଡିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜଳ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?