ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା

ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।

ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଜାତୀୟ ସାମଗ୍ରୀ ଯଥା ପ୍ଲାଷ୍ଟିକ ଜରି ଲାଗିଥିବା ଫୁଲତୋଡ଼ା, ପ୍ଲାଷ୍ଟିକ ଉପହାର, ଖାଦ୍ୟ ପୁଡ଼ିଆ, ପ୍ଲେଟ୍‌ ଆଦି ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହା ସହିତ, ସରକାରୀ ଅଫିସ୍‌ଗୁଡ଼ିକରେ ପ୍ଲାଷ୍ଟିକ ବୋତଲ ବ୍ୟବହାର ବନ୍ଦ କରି ବିକଳ୍ପ ଭାବେ କାଚ, ଷ୍ଟିଲ କିମ୍ବା ଅନ୍ୟ ପରିବେଶ ଅନୁକୂଳ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ନିଷ୍ପତ୍ତି ରାଜ୍ୟରେ ପ୍ଲାଷ୍ଟିକ ଦୂଷଣ ହ୍ରାସ କରିବା ଏବଂ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ନିଆଯାଇଛି। ଓଡ଼ିଶା ସରକାର ପୂର୍ବରୁ ମଧ୍ୟ ୨୦୧୮ରେ ସହରାଞ୍ଚଳରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଲଗାଇଥିଲେ, ଏବଂ ଏବେ ଏହି ନିର୍ଦ୍ଦେଶ ସରକାରୀ ଅଫିସ୍‌ଗୁଡ଼ିକରେ କଡ଼ାକଡ଼ି ପାଳନ ପାଇଁ ଜୋର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri