ଜାଣନ୍ତୁ ରାଜ୍ୟରେ କେଉଁମାନଙ୍କୁ ମିଳୁଛି Z+ ସୁରକ୍ଷା? କେବଳ ନବୀନଙ୍କୁ ମିଳୁଛି ଏହି ସୁବିଧା

ଭୁବନେଶ୍ୱର,୯।୧୨: ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌+ ଶ୍ରଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା ବେଳେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଓ୍ବାଇ+ ସୁରକ୍ଷା ମିଳୁଛି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ କୌଣସ ଅଧିକାରୀଙ୍କୁ ଜେଡ୍‌+ କିମ୍ବା ଓ୍ବାଇ+ ଶ୍ରେଣୀ ସୁରକ୍ଷା ଯୋଗାଇ ଦିଆଯାଉ ନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

କଂଗ୍ରେସ ବିଧାୟକ ପବିତ୍ର ସାଉନ୍ତା ସୋମବାର ବିଧାନସଭାରେ ପ୍ରଶ୍ନ କରିଥିଲେ କି ରାଜ୍ୟରେ କେଉଁମାନଙ୍କୁ ଜେଡ୍‌+ ଏବଂ ଓ୍ବାଇ+ ସୁରକ୍ଷା ମିଳୁଛି। ଏପରିକି ଗତ ୧୦ ବର୍ଷ ମଧ୍ୟରେ ଅନ୍ତର୍ଜାତୀୟ ତଥା ଜାତୀୟ ଅନୁସନ୍ଧାନକାରୀ ସଂସ୍ଥା ଦ୍ୱାରା ଅନୁସନ୍ଧାନର ସ୍ଥିତି ବିଷୟରେ ମଧ୍ୟ ପ୍ରଶ୍ନ କରିଥିଲେ।

ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟରେ ଘଟଣାର ତଦନ୍ତ କରୁଥିବା ଅନୁସନ୍ଧାନକାରୀ ସଂସ୍ଥା ଉପରେ ସରକାର ତଥ୍ୟ ସଂଗ୍ରହ କରୁଛନ୍ତି। ଚଳିତ ବର୍ଷ ଅକ୍ଟୋବରରେ ରାଜ୍ୟ ସରକାର ବିରୋଧୀ ଦଳର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁରକ୍ଷାକୁ ଜେଡ୍‌+ ରୁ ଓ୍ବାଇ+ ଶ୍ରେଣୀକୁ ହ୍ରାସ କରିଛନ୍ତି। ରାଜ୍ୟରେ ଏକମାତ୍ର ବ୍ୟକ୍ତି ଵାହବେ ସେ ଏହି ସୁରକ୍ଷା ପାଉଛନ୍ତି। ଏପରିକି ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌+ ଶ୍ରେଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?