ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।
ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...
ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...
ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍ ପ୍ରଶାସନ ପକ୍ଷରୁ ଏକ...
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
