ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।
ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…
ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…
ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍ଡି (PhD) ଡିଗ୍ରୀ ହାସଲ…
ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…
ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…