ରଘୁବର ଦାସ ଓଡ଼ିଶା ରାଜ୍ୟପାଳ: ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ

ଭୁବନେଶ୍ୱର,୧୮।୧୦: ଝାଡଖଣ୍ଡର ପୂବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ। ରାଷ୍ଟ୍ରପତି ଭବନ ପକ୍ଷରୁ ବୁଧବାର ଏହି ସୂଚନା ଦିଆଯାଇଛି।
ରଘୁବର ୨୮ ଡିସେମ୍ବର ୨୦୧୪ରେ ଝାଡଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଏହାସହ ଝାଡଖଣ୍ଡ ଭାଜପାର ସଭାପତି ଭାବରେ କାର୍ଯ୍ୟ କରିଥିବା ରଘୁବର ଏବେ ଭାଜପାର ରାଷ୍ଟ୍ରୀୟ ଉପସଭାପତି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?