ବିଜେଡି ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ସରକାର, ଆରମ୍ଭ ହେବ ଏହି ଯୋଜନା

ଭୁବନେଶ୍ୱର,୩୧।୮ (ଅନିଲ ଦାସ): ବିଜେଡି ସରକାରଙ୍କ ‘ନୂଆ-ଓ’ (ନୂତନ ଉନ୍ନତି ଅଭିଳାଷ-ଓଡ଼ିଶା) କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ବନ୍ଦ ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ବଜେଟରେ କୌଣସି ବ୍ୟୟ ବରାଦ କରାଯାଇ ନାହିଁ। ତେବେ ଅଭାବରେ ପଡ଼ି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା ଦେବା ସକାଶେ ରାଜ୍ୟ ସରକାର ପିଜି ଓ ୟୁଜି ପିଲାଙ୍କୁ ନୂଆ ସ୍କିମ୍‌ ଯୋଗାଇ ଦେବେ। ରାଜ୍ୟ ସରକାର ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ୍‌ ସ୍କିମ ଆରମ୍ଭ କରିବେ। ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛନ୍ତି। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି ନେଇ କାର୍ଯ୍ୟ ଚାଲିଛି। ବିଜେଡି ସଭ୍ୟ ଚକ୍ରମଣି କଅଁରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ଚାଲିଥିବା ଜୁଆ ଖେଳ: ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?