ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ପୁଣି ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି। ଆଉ ମାସେ ଅର୍ଥାତ ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ଏହି ଅବଧିକୁ ବଢ଼ାଇବାକୁ ରାଜ୍ୟ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଗାଡ଼ି ନମ୍ବର ପ୍ଲେଟର ଶେଷ ଅଙ୍କ ୧,୨,୩,୪ ଥିଲେ ଶେଷ ତାରିଖ ନଭେମ୍ବର ୩୦ ତାରିଖ ରହିବ। ସେହିଭଳି ୫,୬ ଥିଲେ ଡିସେମ୍ବର ୩୧ ଓ ୭,୮ ଥିଲେ ଜାନୁୟାରୀ ୩୧ ତାରିଖ, ଶେଷ ଅଙ୍କ ଶୂନ କିମ୍ବା ୯ ଥିଲେ ଫେବୃୟାରୀ ୨୮ ଶେଷ ତାରିଖ ରହିବା ନେଇ ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଲାଗି ଅନ୍‌ଲାଇନରେ ଆବେଦନ କରିବାକୁ କୁହାଯାଇଥିଲା। ହେଲେ ଏହାକୁ ନେଇ ସ୍ଲଟ୍‌ ବୁକିଂ ବେଳେ ଗାଡ଼ି ଚାଳକମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହି ମାମଲା ହାଇକୋର୍ଟରେ ପହଞ୍ଚିବା ପରେ ଶୁଣାଣି ହୋଇଥିଲା। ପରେ ରାଜ୍ୟ ସରକାର ନମ୍ବର ପ୍ଲେଟ ଲଗାଇବା ଅବଧିକୁ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri