ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି କଟକଣା ସାରା ରାଜ୍ୟରେ ଜାରି ରହିବ। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। କଟକଣା ଉଲ୍ଲଂଘନ କଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri