ଆଜି ନୂଆ NAC ଘୋଷଣା! ତାଲିକାରେ ଆପଣଙ୍କ ସହର…

ଭୁବନେଶ୍ୱର: ଆଜି ଘୋଷଣା ହୋଇପାରେ ନୂଆ ଏନଏସି। ଆଜି ରାଜ୍ୟରେ ୯ଟି ନୂଆ ନୋଟିଫାଏଡ ଏରିଆ କାଉନସିଲ (NAC) ସରକାର ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି। ଏହି ନୂଆ NAC ଗୁଡିକ ହେଉଛି: ସାଲେପୁର, ଟାଙ୍ଗୀ, ଯଶୀପୁର, କପ୍ତିପଦା, ଲୋଇସିଂହା, ଖଇରା, ଗଁଦିଆ, ସୋହେଲା ଏବଂ ବଣାଇ।

ଓଡ଼ିଶାରେ ବର୍ତ୍ତମାନ ୧୭୨ଟି ନଗର ସ୍ଥାନୀୟ ସଂସ୍ଥା (ULB) ରହିଛି, ଯେଉଁଥିରେ ୬ଟି ମହାନଗର ପାଳିକା, ୫୪ଟି ନଗର ପାଳିକା ଏବଂ ୬୨ଟି NAC ଅନ୍ତର୍ଭୁକ୍ତ। ୨୦୨୪ ଓ ବିଧାନସଭା ର୍ନିବାଚନ ପୂର୍ବରୁ ସମୟରେ ରାଜ୍ୟ ସରକାର ୫୬ଟି ନୂଆ NAC ଘୋଷଣା କରିଥିଲେ ଏବଂ ୬ଟି NACକୁ ନଗର ପାଳିକାରେ ପରିଣତ କରିଥିଲେ। ଏବେ ନୂଆ NAC ଗୁ ସମ୍ଭାବ୍ୟ ଘୋଷଣା ସହରୀ ଅଞ୍ଚଳରେ ଜନସଂଖ୍ୟା ବୃଦ୍ଧି ଏବଂ ସାମାଜିକ-ଆର୍ଥିକ ଉନ୍ନୟନର ଆବଶ୍ୟକତାକୁ ଦୃଷ୍ଟିରେ ରଖି କରାଯାଉଛି।

ଘୋଷଣା ହେଲା ୧୨ ନୂଆ NAC, ଜାଣନ୍ତୁ କେଉଁ ୭ ଜିଲାର…


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

ଭାରତରେ ମିଳିବ କି ପ୍ୟାଟରନିଟି ଲିଭ୍? ସୁପ୍ରିମକୋର୍ଟ କହିଲେ ବାପାର ଭୂମିକାକୁ…

ନୂଆଦିଲ୍ଲୀ,୧୮।୩; ଦେଶର ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ ପ୍ୟାଟରନିଟି ଲିଭକୁ ସାମାଜିକ ସୁରକ୍ଷା ଲାଭ ଭାବରେ ମାନ୍ୟତା ଦେବା ପାଇଁ ଆଇନ ପ୍ରଣୟନ କରିବା ବିଷୟରେ ବିଚାର କରିବାକୁ…

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri