Odisha Elections 2024

ବଢିବ ଅଙ୍ଗନବାଡି, ଆଶାକର୍ମୀଙ୍କ ଦରମା, ଘୋଷଣା କଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର,୯।୧: ବଢିବ ଅଙ୍ଗନବାଡି, ଆଶକର୍ମୀଙ୍କ ଦରମା । ଖୁବ୍‌ଶୀଘ୍ର ଦରମା ବୃଦ୍ଧି ନେଇ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବରଙ୍ଗପୁର ରାଇଘରରେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏନେଇ ବଡ ଘୋଷଣା କରିଛନ୍ତି । ସେହିପରି ମଧୁବାବୁ ପେନସନ ମଧ୍ୟ ବୃଦ୍ଧି କରାଯିବ ବୋଲି ୫ଟି ଅଧ୍ୟକ୍ଷ ସ୍ପଷ୍ଟ କରିଛନ୍ତି ।

ସୂଚନାଥାଉ କି, ଆଶାକର୍ମୀ ଦଶ ଦଫା ଦାବିରେ ବିକ୍ଷୋଭ କରିଥିଲେ। ବିରୋଧ ପ୍ରଦର୍ଶନରେ ସରକାରୀ କର୍ମଚାରୀ ମାନ୍ୟତା ସହିତ ସମାନ କାମକୁ ସମାନ ଦରମା ସହ ଅନେକ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri