ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର ଭଳି ରାଜ୍ୟର ବିଭିନ୍ନ ସହରରୁ ଅଯୋଧ୍ୟା ଯାତ୍ରା ଆରମ୍ଭ କରିବ।

ଓଡ଼ିଶାରୁ କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ସେବା ଜାନୁଆରୀ ୧୩ ରୁ ଜାନୁୟାରୀ ୨୬ ପର୍ୟ୍ୟନ୍ତ ଉପଲବ୍ଧ ହେବ।

ସ୍ୱତନ୍ତ୍ର ଓଏସଆରଟିସି ବସ୍ ରେ କୁମ୍ଭମେଳା ଯାତ୍ରା କରିବାକୁ ଆଗ୍ରହୀ ବ୍ୟକ୍ତିମାନେ ଓଏସଆରଟିସି ୱେବସାଇଟ୍ ଏବଂ ମୋବାଇଲ୍ ଆପ୍ ରୁ ଆଗୁଆ ଟିକେଟ ବୁକ୍ କରିପାରିବେ। ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏକ ହେଲ୍ପଲାଇନ ନମ୍ବର ମଧ୍ୟ ଲଞ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ…

ଦିଲୀପ ରାୟଙ୍କୁ ସମର୍ଥନ କରିବ କି ସିପିଆଇଏମ୍‌, ପ୍ରେସମିଟ୍‌ କରି କହିଲେ…

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଓଡ଼ିଶା ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ୱାଚନ ହେବାକୁ ଯାଉଛି।…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ନୀଳଗିରି ସର୍ଣ୍ଣଚୁଡ଼ ପାହାଡ଼ରେ ନିଆଁ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ, ନାକେଦମ ହେଲାଣି…

ନୀଳଗିରି,୩।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ସର୍ଣ୍ଣଚୁଡ଼ ପାହାଡ଼ରେ  ନିଆଁଲାଗି ଅନେକ ବୃକ୍ଷଲତା, କୀଟପତଙ୍ଗ ଓ ବନୌଷଧି ଭସ୍ମିଭୂତ ହୋଇଯାଇଛି। ପବନର ବେଗ ବଢିବା ସହ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri