ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର ଭଳି ରାଜ୍ୟର ବିଭିନ୍ନ ସହରରୁ ଅଯୋଧ୍ୟା ଯାତ୍ରା ଆରମ୍ଭ କରିବ।

ଓଡ଼ିଶାରୁ କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ସେବା ଜାନୁଆରୀ ୧୩ ରୁ ଜାନୁୟାରୀ ୨୬ ପର୍ୟ୍ୟନ୍ତ ଉପଲବ୍ଧ ହେବ।

ସ୍ୱତନ୍ତ୍ର ଓଏସଆରଟିସି ବସ୍ ରେ କୁମ୍ଭମେଳା ଯାତ୍ରା କରିବାକୁ ଆଗ୍ରହୀ ବ୍ୟକ୍ତିମାନେ ଓଏସଆରଟିସି ୱେବସାଇଟ୍ ଏବଂ ମୋବାଇଲ୍ ଆପ୍ ରୁ ଆଗୁଆ ଟିକେଟ ବୁକ୍ କରିପାରିବେ। ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏକ ହେଲ୍ପଲାଇନ ନମ୍ବର ମଧ୍ୟ ଲଞ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା...

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ...

ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ...

ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ...

ପାଣି ହଣ୍ଡାରେ ପଡ଼ିଗଲେ ୨ ବର୍ଷର ଶିଶୁକନ୍ୟା, ତା’ପରେ…

ଝରିଗାଁ,୧୬।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ ଏକମ୍ବା- ଖ ପଞ୍ଚାୟତ ସଦର ମହକୁମାରେ ବୁଧବାର ଏକ ଅଘଟଣ ଘଟିଛି। ପାଣି ଭର୍ତ୍ତି...

ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ଇ-କେୱାଇସି କରିବା ଜରୁରୀ,ଆସିଲା ନୂଆ ସୂଚନା

ଭୁବନେଶ୍ୱର,୧୬।୧: ରାଜ୍ୟର ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ସେମାନଙ୍କ ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ ଅଟେ। ଇ-କେୱାଇସି କରିଥିବାର ସଦ୍ୟତମ ସ୍ଥିତି ବିଷୟରେ ଜାଣିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri