ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ୪୨କୋଟି

ଭୁବନେଶ୍ୱର,୨।୬(ବ୍ୟୁରୋ): ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୨କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ବର୍ଷକ ମଧ୍ୟରେ କାମ ସାରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ତ୍ତ ବିଭାଗ ଦ୍ୱାରା ଶାରଳା ମନ୍ଦିର ଉନ୍ନତିକରଣ ସଂକ୍ରାନ୍ତରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସେହି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଉପରେ ମୋହର ମାରିଥିଲେ।
ଏହି ଉନ୍ନତିକରଣରେ ମା’ ଶାରଳା ମନ୍ଦିର ପରିସରରେ ଥିବା ମନ୍ଦିର ପୁଷ୍କରଣୀର ଉନ୍ନତିକରଣ ସହ ପୂର୍ବ ,ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦ୍ୱାର ଏବଂ ଐତିହ୍ୟ ପାଚେରୀ ନିର୍ମାଣ କରାଯିବ । ଏହା ସହ ମନ୍ଦିରର ରୋଷଘର, ଆନନ୍ଦ ବଜାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁର୍ନବିନ୍ୟାସ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri