ରଣାସିଂ ବୁଥ୍‌କୁ ଭୋଟ ଦେବାକୁ ଆସୁନାହାନ୍ତି ସୀମାନ୍ତ ଗ୍ରାମବାସୀ

ପଟାଙ୍ଗି,୧୩।୫(ସରୋଜ ଧଳ):ପ୍ରଥମ ପର୍ଯ୍ୟାୟର ନିର୍ବାଚନର ମତଦାନ ସାରା ରାଜ୍ୟରେ ଆରମ୍ଭ ହୋଇଯାଇଥିବାବେଳେ କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ନେରେଡି ଓ୍ବାଲ୍‌ସା ଗ୍ରାମବାସୀ ସୀମାନ୍ତ ରଣାସିଂ ବୁଥ୍‌ରେ ନ ପହଞ୍ଚିବା ଅନେକ କିଛି ଦର୍ଶାଉଛି। ସୂଚନା ମୁତାବକ, ଉକ୍ତ ପଞ୍ଚାୟତର ନେରେଡି ଓ୍ବାଲ୍‌ସା ଗ୍ରାମବାସୀ ପ୍ରାୟ ୩୪ କିମି ଦୂରତାରେ ରହିଥିବା ନତିଜ ମତଦାନ କେନ୍ଦୟ ରଣାସିଂରେ ସକାଳ ୧୦.୨୮ ସୁଦ୍ଧା ପହଞ୍ଚି ଥିଲେ ମଧ୍ୟ ଉକ୍ତ ରଣାସିଂ ବୁଥ୍‌ରେ ରହିଥିବା ୫୮୭ ଭୋଟରଙ୍କ ମଧ୍ୟରୁ ୭୭ ମତଦାନ ପଡିଛି। ସେଥିମଧ୍ୟରୁ ଅନ୍ୟତମ ସୀମାନ୍ତ ଗ୍ରାମ ଆର୍‌ଜୁ ଓ୍ବାଲ୍‌ସା ମାତ୍ର ୮ଟି ଭୋଟ ପଡ଼ିଛି। ଅନ୍ୟପକ୍ଷରେ ପଟାଙ୍ଗି ପ୍ରଶାସନ ପକ୍ଷରୁ ସୀମାନ୍ତବର୍ତ୍ତୀ ଭୋଟରଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ହୋଇଥିଲେ ମଧ୍ୟ, କୌଣସି ଭୋଟ ପହଞ୍ଚି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri