Posted inଖେଳ

ଓଡ଼ିଶା ୩ ବର୍ଷ ପାଇଁ ଭାରତୀୟ ଖୋ ଖୋ ଦଳର ପ୍ରାୟୋଜକ

ଭୁବନେଶ୍ୱର,୭ା୧(ତପନ ସ୍ବାଇଁ): ସ୍ବଦେଶୀ କ୍ରୀଡ଼ାକୁ ପ୍ରୋତ୍ସାହିତ ଦେବା ଲାଗି ଭାରତୀୟ ଜାତୀୟ ଖୋ ଖୋ ଟିମ୍‌ ପାଇଁ ଓଡ଼ିଶା ୩ ବର୍ଷ ସକାଶେ ପ୍ରାୟୋଜକ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି, ଏ ନେଇ ରାଜ୍ୟ ସରକାର ବାର୍ଷିକ ୫ କୋଟି ଟଙ୍କା ନିବେଶ କରିବେ। ଜାନୁଆରୀ ୨୦୨୫ରୁ ଡିସେମ୍ବର ୨୦୨୭ ପର୍ଯ୍ୟନ୍ତ ଓଡ଼ିଶା ମାଇନିଂ କର୍ପୋରେଶନ (ଓଏମ୍‌ସି) ଏଥିପାଇଁ ପାଣ୍ଠି ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭାରତୀୟ ହକିର ସଫଳ ପ୍ରାୟୋଜନ କରିଥିବା ଓଡ଼ିଶା ଖୋ ଖୋ ଦଳ ପାଇଁ ୧୫ କୋଟି ଟଙ୍କା ଦେଇ ଏହାର ପ୍ରଚାର ଓ ପ୍ରସାର ଦିଗରେ ପଦକ୍ଷେପ ନେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଦ୍ୱାରା ଭାରତୀୟ ଖୋ ଖୋ ଖେଳାଳି ପ୍ରୋତ୍ସାହନ ପାଇବା ସହ ଓଡ଼ିଶା ମଧ୍ୟ ଜାତୀୟ ଓ ଅନ୍ତର୍ଜାତୀୟ ଖେଳରେ ବ୍ରାଣ୍ଡିଂ ଜରିଆରେ ବିଶ୍ୱସ୍ତରରେ ରାଜ୍ୟର ଛବିକୁ ଉଜ୍ଜ୍ୱଳ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାଣ୍ଡ୍ୟାଙ୍କୁ ଅଧିନାୟକ ନୁହେଁ, ଟିମ୍‌ ଇଣ୍ଡିଆରେ ମିଳିଛି ଏହି ଦାୟିତ୍ୱ; ସୂର୍ଯ୍ୟକୁମାର କହିଲେ ସତ…

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜାନୁଆରୀ ୨୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜରେ, ଟିମ...

୨୨୩ କୋଟିର ଚାକିରି ଲାଗି ଏହି ଭେଟେରାନଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ପତ୍ନୀ, ହରାଇବେ ଅଧା ସମ୍ପତ୍ତି…

ନୂଆଦିଲ୍ଲୀ,୨୧।୧: ପୂର୍ବତନ ଖେଳାଳି ତଥା ଲୋକପ୍ରିୟ ଫୁଟବଲ ମ୍ୟାନେଜର୍‌ ପେପ୍‌ ଗାର୍ଡିଓଲା ତାଙ୍କ ପତ୍ନୀ କ୍ରିଷ୍ଟିନା ସାରାଙ୍କୁ ଛାଡ଼ପତ୍ର ଦେବେ। ଦୁହେଁ ପରସ୍ପରଠାରୁ ଅଲଗା ହେବାକୁ...

ଟି୨୦ରେ ୩୦୦ ରନ୍‌ କରିବୁ;ଇଂଲଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଗର୍ଜିଲେ…

ନୂଆଦିଲ୍ଲୀ,୨୧।୧: ଗତ ୨ ସିରିଜରେ ଟିମ୍‌ ଇଣ୍ଡିଆ ପରାଜିତ ହୋଇଥିଲେ ହେଁ ପରିବର୍ତ୍ତିତ ଫର୍ମାଟ ସହ ଏବେ ଦଳର ପ୍ରତିଟି ଖେଳାଳି ଉତ୍ସାହିତ ଅଛନ୍ତି। ଏଣୁ...

୧୪୮ ବର୍ଷର କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…ଶେଷ ୩ ବ୍ୟାଟ୍ସମ୍ୟାନ୍‌

ମୁଲତାନ,୨୧।୧: ପାକିସ୍ତାନ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ମୁଲତାନରେ ଖେଳାଯାଇଥିଲା। ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜକୁ ୧୨୭ ରନ୍‌ରେ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। କିନ୍ତୁ ପରାଜୟ...

ପାକିସ୍ତାନକୁ ଆଉ ଏକ ଝଟ୍‌କା ଦେଲା ଭାରତ: ଏବେ ଜର୍ସିରେ ବି….

ନୂଆଦିଲ୍ଲୀ,୨୧।୧: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନ ଆୟୋଜକତାରେ ଖେଳାଯିବ। ଟିମ ଇଣ୍ଡିଆ ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ। ତଥାପି, ପାକିସ୍ତାନ ଏହି ଟୁର୍ନାମେଣ୍ଟର ଆନୁଷ୍ଠାନିକ...

ଇଡେନ ଗାର୍ଡେନରେ ସମସ୍ତଙ୍କ ହୃଦୟ ଜିତିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଇଡେନ ଗାର୍ଡେନ,୨୧।୧: ଆଜିକାଲି ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ। ଏହି ସିରିଜ ଜାନୁଆରୀ ୨୨ରୁ ଆରମ୍ଭ ହେବ।...

ଟିମ ଇଣ୍ଡିଆକୁ ଫେରିବା ପାଇଁ ନିଜ ପ୍ରିୟ ଖାଦ୍ୟକୁ ଛାଡିଦେଇଥିଲେ ଶାମି, ୨ ମାସ ପର୍ଯ୍ୟନ୍ତ ଛୁଇଁ ନ ଥିଲେ…

ନୂଆଦିଲ୍ଲୀ,୨୧।୧: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ବିରିଆନି ଖାଇବା ପାଇଁ ପସନ୍ଦ କରନ୍ତି। ଶାମି ଅନେକ ସାକ୍ଷାତକାରରେ ବିରିୟାନି ବିଷୟରେ କହିଛନ୍ତି। କିନ୍ତୁ ଟିମ...

ରିଷଭଙ୍କ ପରେ ଅଜିଙ୍କ୍ୟ ରାହାନେଙ୍କୁ ମିଳିଲା ଅଧିନାୟକ ଦାୟିତ୍ୱ, ବଡ଼ ବଡ଼ ଖେଳାଳି ଥିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୦।୧: ଅଜିଙ୍କ୍ୟ ରାହାନେଙ୍କୁ ଅଧିନାୟକ ଦାୟିତ୍ୱ ମିଳିଛି। ଆଇପିଏଲ ୨୦୨୫ ଆରମ୍ଭ ହେବା ପୂର୍ବରୁ, ରାହାନେଙ୍କୁ ମୁମ୍ବାଇର ରଣଜୀ ଦଳର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri