Posted inଜାତୀୟ

ଓଡ଼ିଶାରେ ମୋବାଇଲ ଗେମର ସଂଖ୍ୟାରେ ସର୍ବାଧିକ ବୃ୍‌ଦ୍ଧି

ନୂଆଦିଲ୍ଲୀ,୧୬।୧ : ମୋବାଇଲ ଗେମରଙ୍କ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ୫୫ ପ୍ରତିଶତ ବୃଦ୍ଧି ପାଇଛି। କେବଳ ଭୁବନେଶ୍ୱରରେ ମୋବାଇଲ ଗେମରଙ୍କ ସଂଖ୍ୟା ୧,୬୫୨ ପ୍ରତିଶତ ବଢ଼ିଥିବା ଇଣ୍ଡିଆ ମୋବାଇଲ ଗେମିଂ ରିପୋର୍ଟ (ଆଇଏମ୍‌ଜିଆର୍‌) ୨୦୨୨ରେ କୁହାଯାଇଛି।

ଗେମିଂ ପ୍ଲାଟ୍‌ଫର୍ମ ମୋବାଇଲ ପ୍ରିମିୟର ଲିଗ୍‌ ପକ୍ଷରୁ ରବିବାର ଏହି ରିପୋର୍ଟ ପ୍ରକାଶ ପାଇଛି। ଓଡ଼ିଶା ପଛକୁ ପଞ୍ଜାବ, ତାମିଲନାଡୁ, ପଣ୍ଡିଚେରୀ ଏବଂ ହିମାଚଳପ୍ରଦେଶରେ ମୋବାଇଲ ଗେମରଙ୍କ ସଂଖ୍ୟା ଅତ୍ୟଧିକ ବଢ଼ିଚାଲିଛି। ଗେମରଙ୍କ ପାଇଁ ଉତ୍ତରପ୍ରଦେଶ ଶୀର୍ଷ ସ୍ଥାନରେ ଥିବାବେଳେ ଏହା ପଛକୁ ମହାରାଷ୍ଟ୍ର, ରାଜସ୍ଥାନ, ବିହାର ଏବଂ ପଶ୍ଚିମବଙ୍ଗ ରହିଛି। ମୋବଇଲରେ ସବୁଠୁ ଲୋକପ୍ରିୟ ଖେଳ ମଧ୍ୟରେ ରହିଛି ଲୁଡୁ ଡାଇସ୍‌, ସାପ ଶିଡ଼ି, କ୍ୟାରମ୍‌, ଫ୍ରୁଟ୍‌ ଡାର୍ଟ, ବ୍ଲକ୍‌ ପଜଲ ଏବଂ ପୋକର।

ଗତବର୍ଷ ବିଶ୍ୱରେ ମୋବାଇଲ ଗେମ୍‌ରେ ଭାରତରେ ସର୍ବାଧିକ ଗ୍ରାହକ ଥିଲେ। ଏହି ଗେମ୍‌କୁ ୧୫ ବିଲିୟନ ଥର ଡାଉନ୍‌ଲୋଡ୍‌ କରାଯାଇଥିଲା। ଗତ ଆର୍ଥତ୍କ ବର୍ଷରେ ଭାରତର ଗେମିଂ ବଜାର କାରବାର ୨.୬ ବିଲିୟନ ଡଲାର ଥିଲା। ବର୍ଷକୁ ଏହା ୨୭ ପ୍ରତିଶତ ବଢ଼ୁଥିବାରୁ ୨୦୨୭ ବେଳକୁ କାରବାର ୮.୬ ବିଲିୟନ ଡଲାର ଛୁଇଁବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri