ଏଣିକି ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ହାଇକୋର୍ଟ

କଟକ ଅଫିସ,୪।୨: ଓଡ଼ଶା ହାଇକୋର୍ଟ ଉଭୟ ଭର୍ଚୁଆଲ ଓ ଫିଜିକାଲ ମୋଡ୍‌ରେ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଛି। ଏଣିକି ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟ ଚାଲିବ । ଫେବୃୟାରୀ ୭ରୁ ହାଇକୋର୍ଟରେ ଏହି ବ୍ୟବସ୍ଥା ଲାଗୁ ହେବ। ଜାନୁୟାରୀ ୧୦ ତାରିଖରୁ ଫେବୃୟାରୀ ୪ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟରେ ମାମଲା ପରିଚାଳନା କେବଳ ଭିସିରେ ଚାଲୁଥିଲା। ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟ ଚାଲୁଥିଲା । ଏବେ ସମ୍ପୂର୍ଣ୍ଣ କର୍ମଚାରୀଙ୍କୁ ହାଇକୋର୍ଟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ କୋଭିଡ୍‌ ସଂକ୍ରମଣ କମୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗହଳି କମାଇବ ଗାଇଡଲାଇନ୍‌

ପରିକ୍ଷିତ ସାହୁ ବଇଣ୍ଡା,୧ା୯(ଡି.ଏନ.ଏ.) – ଏଣିକି ଆଉ ତରବର ହେବେନି ବ୍ୟବସାୟୀ। ବଜାରରେ ଗହଳି ଜମାଇବେନି ଜନସାଧାରଣ। ନାଇଟ୍‌ କର୍ଫ୍ୟୁ ମଧ୍ୟ ସେତେଟା ପ୍ରଭାବିତ କରିବନି...

ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ...

ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ସହ ଗ୍ୟାସ ଟ୍ୟାଙ୍କର ଧକ୍କା: ଜଣେ ମୃତ, ୧୦ ଆହତ

ବଇଣ୍ଡା,୧୯।୫(ଡି.ଏନ୍‌.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ହଣ୍ଡପା ଥାନା ଲୁହାମୁଣ୍ଡା ହାଇସ୍କୁଲ ନିକଟରେ ମଙ୍ଗଳବାର ସକାଳେ ପ୍ରବାସୀଙ୍କୁ ନେଇ କୋଲକତା ଯାଉଥିବା ଏକ ବସ୍‌ ସହ ଗ୍ୟାସ...

ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର

ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...

କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲାନି ପୋଲିସ: ଜୀବନ ହାରିଲେ ନିର୍ଯାତିତା ନାବାଳିକା !

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.), ୩୦ା୭-ରାସ୍ତାରେ ଚଲାଇ ଦେଉ ନ ଥିଲେ। ମା’ବାପା ନ ଥିବା ବେଳେ ଘରେ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିଲେ। ଲିଖିତ ଏତଲା ଦେବା...

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ ମାମଲା: ୫ ଅଭିଯୁକ୍ତ ଗିରଫ

ପାଟପୁର,୩୦।୫-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)।...

ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ...

ବାଜବାଟି ଖାଦାନ: ୫ ସଇରାତ ପାଇଁ ଗୋଟିଏ ରାସ୍ତା କଲା ତହସିଲ

ଧର୍ମଶାଳା,୨୯ା୧୧(ଡି.ଏନ୍‌.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବାଜବାଟି କଳାପଥର ଖାଦାନରେ ଥିବା ୫ଟି ସଇରାତକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଗୁରୁବାର ତହସିଲ ପକ୍ଷରୁ ଖୋଳାଯାଇ ଗୋଟିଏ...

Advertisement
Archives

Model This Week